Breaking PLUSଓଡ଼ିଶାମୁଖ୍ୟ ଖବର

ସୁନ୍ଦରଗଡ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ-ମୁଖ୍ୟମନ୍ତ୍ରୀ

ଉତ୍ତର ଓଡ଼ିଶା ବିକାଶ ପରିଷଦରେ ସୁନ୍ଦରଗଡ଼କୁ ସାମିଲ କରାଯିବାକୁ ପ୍ରସଙ୍ଗ କରି ବିରୋଧୀ ଦଳର ବିଧାୟକଙ୍କ ଦ୍ବାରା ଦିଆଯାଇଥିବା ବୟାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜବାବ ରଖିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ‘ରେ ଲେଖିଛନ୍ତି, ସୁନ୍ଦରଗଡ଼ବାସୀ ଦୀର୍ଘ ବର୍ଷ ଧରି ଆମକୁ ଆଶୀର୍ବାଦ କରି ଆସୁଛନ୍ତି ଏବଂ ଆମେ ସୁନ୍ଦରଗଡ଼ବାସୀଙ୍କ ଭାବାବେଗକୁ ସମ୍ମାନ ଦେଉଛୁ। ତେଣୁ ସୁନ୍ଦରଗଡ଼ବାସୀଙ୍କ ଇଚ୍ଛା ବିରୁଦ୍ଧରେ କୌଣସି ପଦକ୍ଷେପ ସରକାର ନେବେ ନାହିଁ। ସୁନ୍ଦରଗଡ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

Show More

Related Articles

Back to top button