Breaking PLUSଓଡ଼ିଶାମୁଖ୍ୟ ଖବର

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ସେଠାକାର ଶିଳ୍ପପତିମାନଙ୍କୁ ଭେଟିବା ସହିତ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଆସନ୍ତା ୨୦୨୫  ଜାନୁୟାରୀରେ ଭୁବନେଶ୍ଵରରେ ହେବାକୁ ଥିବା ‘ଉତ୍କର୍ଷ ଓଡ଼ିଶା’ ସମାବେଶରେ ଯୋଗଦେବା ଲାଗି ଶିଳ୍ପପତିମାନଙ୍କୁ ଆମନ୍ତ୍ରଣ କରିବେ।

Show More

Related Articles

Back to top button