Breaking PLUSଓଡ଼ିଶାମୁଖ୍ୟ ଖବର
ରାଜଧାନୀରେ ପିଲା ଚୋରି

ରାଜଧାନୀରେ ପିଲା ଚୋରି। ଜଣେ ଦୃଷ୍ଟି ବାଧିତ ମହିଳାଙ୍କ କୋଳରୁ ପିଲା ଚୋରି କରିନେଇଛନ୍ତି ଦୁର୍ବୃତ୍ତ। ଭୁବନେଶ୍ଵରର ରାମମନ୍ଦିର ନିକଟରେ ଏହି ଘଟଣା ଘଟିଛି। ସମ୍ପୃକ୍ତ ମହିଳା ଏ ସମ୍ପର୍କରେ ଖାରବେଳନଗର ଥାନାରେ ଅଭିଯୋଗ କରିଛନ୍ତି। ଶନିବାର ବିଳମ୍ବିତ ରାତି ପ୍ରାୟ ୩ଟାରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।