Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା

ଭୁବନେଶ୍ୱର- ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା  । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ମନମୋହନ ସାମଲ ସୂଚନା ଦେଇଛନ୍ତି । ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି । ଟଙ୍କା ଫେରସ୍ତ ନେଇ ଆଇନଗତ ତର୍ଜମା କରୁଛି କମିଟି’ ।  ଖୁବ୍‌ ଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହେବ ।

Show More

Related Articles

Back to top button