Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର- ଆସନ୍ତାକାଲି ନଭେମ୍ବର ୪  ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧  ତାରିଖ (ସୋମବାର) ରେ  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନମାନଙ୍କରେ ୟୁନିଟ-୫,ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button