Breaking PLUSଓଡ଼ିଶାମୁଖ୍ୟ ଖବର

ସେପ୍ଟେମ୍ବର ୩୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, 28 ସେପ୍ଟେମ୍ବର – ଆସନ୍ତା ସୋମବାର ( ସେପ୍ଟେମ୍ବର ୩୦ ତାରିଖ ) ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  l  ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର  ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ  ଜନଶୁଣାଣି ବନ୍ଦ ରହିବ ।   ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି l

Show More

Related Articles

Leave a Reply

Your email address will not be published. Required fields are marked *

Back to top button