Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର- ଆସନ୍ତାକାଲି ନଭେମ୍ବର ୨୪ରେ  ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ l ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ  ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ l ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ l ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

Show More

Related Articles

Leave a Reply

Your email address will not be published. Required fields are marked *

Back to top button