Breaking PLUSଓଡ଼ିଶାମୁଖ୍ୟ ଖବର

ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, 15 ଡିସେମ୍ବର – ଆସନ୍ତାକାଲି ଡିସେମ୍ବର ୧୬ ତାରିଖ( ସୋମବାର )ରେ  ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।  ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ନିମନ୍ତେ ପଞ୍ଜୀକରଣ କରିଥିବା ଆବେଦନକାରୀମାନେ ଆସନ୍ତା କାଲି ଏହି ଜଣାଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି  l ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି l

Show More

Related Articles

Leave a Reply

Your email address will not be published. Required fields are marked *

Back to top button