Breaking PLUSଓଡ଼ିଶାମୁଖ୍ୟ ଖବର

୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ୨୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି  | ବାତ୍ୟା ଦାନା ଓ ପରବର୍ତ୍ତୀ  ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟ କୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ପ୍ରକୋଷ୍ଟ ବନ୍ଦ ରହିବ | ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବାକୁ ଅନଲାଇନ ରେ  ପଞ୍ଜୀକରଣ କରିଥିଲେ ସେମାନେ ମୁଖ୍ୟମନ୍ତ୍ରୀ ଙ୍କ ପରବର୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହି | ସେମାନଙ୍କ ପାଇଁ ପରବର୍ତୀ ଅଭିଯୋଗ ଶୁଣାଣି ର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

Show More

Related Articles

Leave a Reply

Your email address will not be published. Required fields are marked *

Back to top button