Breaking PLUSଓଡ଼ିଶାମୁଖ୍ୟ ଖବର

ଯାଞ୍ଚ ହେଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ନୂଆପଡ଼ା – ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର କରିବାକୁ ଯାଉଥିବା ବେଳେ ଯାଞ୍ଚ ହେଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର  ।ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି । ଗୋଟମା ଏୟାରଷ୍ଟ୍ରିପ୍‌ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି । ଏଠାରେ ସୂଚନା ଯୋଗ୍ୟ ଆଜି ନୂଆପଡାରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button