Breaking PLUSଓଡ଼ିଶାମୁଖ୍ୟ ଖବର

ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  । ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ ପାଳନ ନେଇ ସଚେତନ କଲେ ମୁଖ୍ୟମନ୍ତ୍ରୀ । ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏଁ ସଚେତନତା ପଦଯାତ୍ରା କରାଯାଇଛି । ସଡ଼କ ସୁରକ୍ଷା ମାସର ବାର୍ତ୍ତା ହେଉଛି ସୁରକ୍ଷିତ ଘରକୁ ଫେରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  । ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାଇବାକୁ ବାର୍ତ୍ତା ଦେଇଛନ୍ତି । ଟ୍ରାଫିକ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ କର୍ମଚାରୀ ପୋଷ୍ଟ ବାହାରିବ । ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button