Breaking PLUSଓଡ଼ିଶାମୁଖ୍ୟ ଖବର

ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ସିଏମ କିଷାନ ସହାୟତା ରାଶି

ଭୁବନେଶ୍ବର, 18 ଏପ୍ରିଲ:-ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ସିଏମ କିଷାନ ସହାୟତା ରାଶି । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

ଚଳିତ ମାସ ୨୦ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ। କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରଦାନର ଶୁଭାରମ୍ଭ କରିବେ। ରାଜ୍ୟର ୪୧ ଲକ୍ଷ ୬୮ହଜାର ୫୮୨ ଚାଷୀଙ୍କୁ ଖରିଫ ସହାୟତା ପ୍ରଦାନ କରାଯିବ।

Show More

Related Articles

Back to top button