Breaking PLUSଓଡ଼ିଶାମୁଖ୍ୟ ଖବର

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର- ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନରେ ଦିଲ୍ଲୀ ଗସ୍ତ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଭେଟିବା ସହ ରହିଛି ବିଭିନ୍ନ କାର୍ଯ୍ୟକ୍ରମ । ତାଙ୍କ ସହ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କର ବିଭିନ୍ନ କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button