Breaking PLUSଓଡ଼ିଶାମୁଖ୍ୟ ଖବର

୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର- ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ।ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ସୂଚନା  । ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍ ହେବେ  । ଜୟ ଢୋଲକିଆଙ୍କ ନାଁ ଚୂଡ଼ାନ୍ତ ହୋଇଛି, ଖାଲି ଘୋଷଣା ବାକି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button