Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଜବାହାରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 14 ନଭେମ୍ବର – ଆଜି ହେଉଛି ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଜ୍ଞଳି ଜ୍ଞାପନ କରୁଛି । ନେହେରୁଙ୍କ ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର ଭଲ ପାଇବା ଯୋଗୁ ତାଙ୍କ ଜୟନ୍ତୀଙ୍କୁ ଶିଶୁ ଦିବସ ଭାବେ ପାଳନ କରାଯାଏ । ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ଆଧୁନିକ ଭାରତ ଗଠନରେ ତାଙ୍କର ଅବଦାନ ଅବିସ୍ମରଣୀୟ ।

Show More

Related Articles

Back to top button