Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର- ଆଜି (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିଛି। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିଛି।  ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button