Breaking PLUSଓଡ଼ିଶାମୁଖ୍ୟ ଖବର

26ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର-  ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Show More

Related Articles

Back to top button