Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ

ଭୁବନେଶ୍ୱର- ଇନ୍‌ଭେଷ୍ଟର୍ସ ମିଟ୍ ଆରମ୍ଭ ହୋଇଛି । ଆଜି ହାଇଦ୍ରାବାଦରେ ରୋଡ଼ ସୋ କରିବେ ମୁଖ୍ୟମନ୍ତ୍ରୀ  । ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ ।ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ସୁଯୋଗ । ସ୍ବାକ୍ଷରିତ ହୋଇଛି ୧୯ ହଜାର ୨୦୦ କୋଟି ଟଙ୍କାର ୭ଟି ଏମଓୟୁ । ପ୍ରମୁଖ ଶିଳ୍ପପତିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଲୋଚନା କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button