Breaking PLUSଓଡ଼ିଶାମୁଖ୍ୟ ଖବର

ଅକ୍ଟୋବର 7 ଓ 14ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଭୁବନେଶ୍ୱର – ଆସନ୍ତା ଅକ୍ଟୋବର ୭ ତାରିଖ ଏବଂ ଅକ୍ଟୋବର ୧୪ ତାରିଖ ( ଉଭୟ ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟଥିବାରୁ ଓ ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ, ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ଏ ସଂପର୍କରେ  ସାଧାରଣ ପ୍ରଶାସନ ଓ  ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button