Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର- ୬ ସପ୍ତାହ ପରେ ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଅନଲାଇନ ପଞ୍ଜିକରଣ କରିଥିବା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଅହେତୁକ ଭିଡ଼କୁ ଦୃଷ୍ଟିରେ ରଖି କେବଳ ଅନଲାଇନରେ ପଞ୍ଜିକରଣ କରିଥିବା ଲୋକମାନେ ହିଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରିବେ। ସର୍ବାଧିକ ୧୦୦୦ଟି ଅଭିଯୋଗର ହେବ ଶୁଣାଣି। ଏଥିପାଇଁ ସକାଳୁ ସକାଳୁ ଅଭିଯୋଗକାରୀଙ୍କ ଭିଡ଼ ଜମିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button