Breaking PLUSଓଡ଼ିଶାମୁଖ୍ୟ ଖବର
ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ । ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ । ଏନେଇ ସୂଚନା ଦେଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ । ନଭେମ୍ବର ୪ରୁ ୧୦ ତାରିଖ ଯାଏ ଆୟୋଜିତ ହେବ କଳିଙ୍ଗ ବାଲିଯାତ୍ରା ।



