Breaking PLUSଦେଶମୁଖ୍ୟ ଖବରରାଜନୀତି

ଦିଲ୍ଲୀ ଜନ୍ତର ମନ୍ତରରେ କକ୍ରୋଚ ଜନତା ପାର୍ଟିର ବିକ୍ଷୋଭ

CJP ପ୍ରତିଷ୍ଠାତା ଅଭିଜୀତ ଦୀପ୍‌କେଙ୍କ ନେତୃତ୍ବରେ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ- 6 ଜୁନ  ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ। ଦିଲ୍ଲୀର ଯନ୍ତରମନ୍ତରରୁ ଶୁଭିଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି। ଯନ୍ତରମନ୍ତରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରି ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କରିଛି କକ୍ରୋଚ ଜନତା ପାର୍ଟି। ପୋଲିସର ହାଇ-ଆଲର୍ଟ ଘୋଷଣା।।  ଦେଶର ଶିକ୍ଷା ବ୍ୟବସ୍ଥାରେ ଚାଲିଥିବା ଅନିୟମିତତା ଓ ପେପର ଲିକ୍ ଦୁର୍ନୀତି ବିରୋଧରେ ବଡ଼ ଧରଣର ଗଣ-ଆନ୍ଦୋଳନ ସଂଗଠିତ । ଯୁବଗୋଷ୍ଠୀଙ୍କ ଦ୍ୱାରା ସୋଶାଲ ମିଡିଆରୁ ଆରମ୍ଭ ହୋଇଥିବା ଏହି ସଂଗଠନର ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଦେଇଛି ରଣହୁଙ୍କାର। ହଜାର ହଜାର ଯୁବକ ଓ ଯୁବତୀ ବିକ୍ଷୋଭରେ ସାମିଲ ହୋଇ ଭୁଶୁଡ଼ି ପଡ଼ିଥିବା ଶିକ୍ଷା ବ୍ୟବସ୍ଥା ପାଇଁ ସିଧାସଳଖ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀ କରିଛନ୍ତି। କକ୍ରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦିପକେ ନିଜେ ଜୟ ଭୀମ ନାରା ଦେଇ ଯନ୍ତରମନ୍ତରରେ ଗର୍ଜନ କରିଛନ୍ତି। ଏହି ଦେଶର ଯୁଗୋଷ୍ଠୀଙ୍କୁ ଆଉ ଭୟଭୀତ ହେବାର ନାହିଁ।

Show More

Related Articles

Back to top button