Breaking PLUSଓଡ଼ିଶାମୁଖ୍ୟ ଖବର
୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର- ଆସନ୍ତା ୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା । -ବିମାନବନ୍ଦରରୁ ପୁରୀ ଯାତ୍ରା ନେଇ ଦଳ ପକ୍ଷରୁ ସୂଚନା ।ସଂକଳ୍ପ ପଦଯାତ୍ରା ସମନ୍ୱୟ ନେଇ ପିସିସି ପକ୍ଷରୁ କମିଟି ଗଠନ ।-ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟି । କମିଟିରେ ମୋକିମ, ରମେଶ ଜେନା, ରାଜନ ଏକ୍କା ପ୍ରମୁଖ ସଦସ୍ୟ ରହିଛନ୍ତି ।