Breaking PLUSଓଡ଼ିଶାମୁଖ୍ୟ ଖବର
ଆସନ୍ତା ୨୬ ତାରିଖରେ ଜନ ଜାଗରଣ ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର- ଆସନ୍ତା ୨୬ ତାରିଖରେ ଜନ ଜାଗରଣ ଆନ୍ଦୋଳନ କରିବ କଂଗ୍ରେସ । ଏନେଇ ସୂଚନା ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଟାଟା ପାୱାରର ମନମାନି ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ ।ଟାଟା ପାୱାରକୁ ଓଡ଼ିଶାରୁ ବିଦା କରିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ କରିବ ।



