Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରେ ଗୋଟିଏ ଦିନରେ ୩୮୧୦ ନୂଆ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୩୮୧୦ ନୂଆ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୨୮୬ ଜଣ ଓ ୧୫୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ ରେକର୍ଡ ସ୍ତରରେ ପହଞ୍ଚିଛି । ଆଜି ରାଜ୍ୟରେ ୩୮୧୦ ନୂଆ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୨୮୬ ଜଣ ଓ ୧୫୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୨୪ ହଜାର ୩୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୭୯୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

 

Show More

Related Articles

Back to top button