Breaking PLUSଓଡ଼ିଶାମୁଖ୍ୟ ଖବର

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ଭୁବନେଶ୍ୱର- ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଆରମ୍ଭ କରିଛି। ଧର୍ମଶାଳା ବିଧାୟକଙ୍କୁ କାହିଁକି ଆକ୍ରମଣ କରାଗଲା, କେଉଁ ପରିସ୍ଥିତିରେ ରାସ୍ତାରୋକ ସହ ଟାଉନ ଥାନା ଘେରାଉ କରାଯାଇଥିଲା, ଆଜି ଯାଜପୁରରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ପୁରା ଘଟଣାର ତଦନ୍ତ ଆରମ୍ଭ କରିଛି। ରବିବାର ରାତିରୁ ୬ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛି ।

Show More

Related Articles

Back to top button