Breaking PLUSଓଡ଼ିଶାମୁଖ୍ୟ ଖବର

ଶେଷ ପର୍ଯ୍ୟାୟରେ କଟକ-ସମ୍ବଲପୁର ରାସ୍ତା କାମ

କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ୨୬୫ କିଲୋମିଟର ବିଶିଷ୍ଟ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିରେ ଯେଉଁ ଏଜେନ୍ସି କାମ କରିଥିଲା, ସେହି ସଂସ୍ତା ଆର୍ଥିକ ରୂପେ ଦୁର୍ବଳ ଥିବା କାରଣରୁ ନିର୍ମାଣ କାମରେ ବିଳମ୍ବ ହୋଇଥିଲା। ହେଲେ ଚଳିତ ବର୍ଷ ଶେଷ ସୁଦ୍ଧା କିନ୍ତୁ ରାସ୍ତା କାମ ଶେଷ ହୋଇଯିବ।
Show More

Related Articles

Back to top button