Breaking PLUSଓଡ଼ିଶାମୁଖ୍ୟ ଖବର
ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ
ଭୁବନେଶ୍ୱର- ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଲା । ଦୁର୍ବଳ ହୋଇ ଘଣ୍ଟାକୁ ୧୦ କିମି ବେଗରେ ଗତି କରୁଛି ।