Breaking PLUSଓଡ଼ିଶାମୁଖ୍ୟ ଖବର
୨୮ ତାରିଖ ସନ୍ଧ୍ୟାରୁ ୨୯ ସକାଳ ମଧ୍ୟରେ ବେଶୀ ପ୍ରଭାବ

ଭୁବନେଶ୍ୱର- ମାଡି ଆସୁଛି ବାତ୍ୟା । ୨୮ ତାରିଖ ସନ୍ଧ୍ୟାରୁ ୨୯ ସକାଳ ମଧ୍ୟରେ ବେଶୀ ପ୍ରଭାବ ପଡିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ମଛଲିପଟନମ ଓ କଳିଙ୍ଗପଟନମ ଭିତରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା । ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି ପର୍ଯ୍ୟନ୍ତ ପବନ ବହିବ । ସେହିପରି ଭାବେ ଉତ୍ତର ଓଡ଼ିଶାରେ ପ୍ରଭାବ କମ୍ ରହିବ ।



