Breaking PLUSଓଡ଼ିଶାମୁଖ୍ୟ ଖବର

ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଦଶପଲ୍ଲା: ଡ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କୃଷ୍ଣଚନ୍ଦ୍ରପୁରପାଟଣା ସାଇ ମନ୍ଦିର ନିକଟ ଡ୍ରେନରୁ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରୁଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button