Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀରେ ବଢିବାରେ ଲାଗିଛି ବାୟୁ ପ୍ରଦୂଷଣ

ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣ। ଦୀପାବଳିରେ ଯେତିକି ପ୍ରଦୂଷଣ ହୋଇନଥିଲା ଏହାର ୨ଦିନ ପରେ ଏହା ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ସ୍ଥିତି ଏବେ ପୂରା ବିଗିଡ଼ିଯାଇଛି। ୧୨ ଘଣ୍ଟା ମଧ୍ୟରେ ପ୍ରଦୂଷଣ ସ୍ତର ଖରାପରୁ ବିପଦଜ୍ଜନକ ସ୍ଥିତିରେ  ପହଞ୍ଚିଛି। ଆଜି ସକାଳ ୫ଟାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ୫୦୦ ପାର୍ କରିଛି। ଯାହା ଦିଲ୍ଲୀ ଏବଂ ଏହାର ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କ ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ।

 

Show More

Related Articles

Back to top button