Breaking PLUSଓଡ଼ିଶାମୁଖ୍ୟ ଖବର
ରାଜଧାନୀ ଭୁବନେଶ୍ବରରେ ଘନ କୁହୁଡ଼ି

ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ବରରେ ଘନ କୁହୁଡ଼ି । ଭୁବନେଶ୍ବର ଓ ପୁରୀର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । କୁହୁଡି ଯୋଗୁଁ ଦେଖାଯାଉନି ରାସ୍ତା । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।