Breaking PLUSଓଡ଼ିଶାମୁଖ୍ୟ ଖବର
ବ୍ୟାଙ୍କ ଯାଇ ଡିବିଟି ଆକ୍ଟିଭ୍ କରିବାକୁ ପରାମର୍ଶ ଦେଲେ ପ୍ରଭାତି ପରିଡା

ଭୁବନେଶ୍ୱର- ସୁଭଦ୍ରା ପାଇନଥିବା ହିତାଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଅପିଲ୍ କରିଛନ୍ତି । ବ୍ୟାଙ୍କ ଯାଇ ଡିବିଟି ଆକ୍ଟିଭ୍ କରିବାକୁ ଦେଇଛନ୍ତି ପରାମର୍ଶ ।’ଡିବିଟି ଆକ୍ଟିଭ୍ ହୋଇନଥିଲେ ସୁଭଦ୍ରା କିସ୍ତି ଆକାଉଣ୍ଟକୁ ଯିବନି । ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକରେ ରିଜେକ୍ଟ ମହିଳାଙ୍କ ତାଲିକା ଅଛି । ସୁଭଦ୍ରା କମିଟି ସଦସ୍ୟଙ୍କୁ ଭେଟନ୍ତୁ, ସେ ଚାହିଁଲେ ଲିଷ୍ଟରେ ନାଁ ଯୋଡ଼ି ହେବ । ମାର୍ଚ୍ଚ ୮ ପୂର୍ବରୁ କୋଟିଏ ଛୁଇଁବ ସୁଭଦ୍ରା ହିତାଧିକାରୀ ସଂଖ୍ୟା ।