Breaking PLUSଓଡ଼ିଶାମୁଖ୍ୟ ଖବର

ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ

ଭୁବନେଶ୍ୱର- ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ। ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସମେତ ସବୁ ରାଜ୍ୟର ପୁଲିସ ମହାନିର୍ଦ୍ଦେଶକ, ଆଇଜି ଏବଂ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏହି ସମ୍ବିଳନୀକୁ ସମ୍ବୋଧିତ କରିବେ।

Show More

Related Articles

Back to top button