Breaking PLUSଓଡ଼ିଶାମୁଖ୍ୟ ଖବର
ବିଧାୟକଙ୍କୁ ଆକ୍ରମଣ ମାମଲା, ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ
ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲା। ଜିଲ୍ଲା ଦୌରାଜଜ୍ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖିଛନ୍ତି । ଏବଂ ଇନଜୁରୀ ଏବଂ ସିଡି ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଛନ୍ତି। ସେପଟେ କ୍ରାଇମବ୍ରାଞ୍ଚ ଯାଜପୁର ଟାଉନ ଥାନାରେ ପହଞ୍ଚି ସିସି କ୍ୟାମେରା ଯାଞ୍ଚ କରୁଛି।