Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ନାମାଙ୍କନ ଭରିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର-ନାମାଙ୍କନ ଭରିଲେ ବିଜେପିର ହେଭିୱେଟ । ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ।

Show More

Related Articles

Back to top button