Breaking PLUSଓଡ଼ିଶାମୁଖ୍ୟ ଖବର
ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର
ଭୁବନେଶ୍ୱର, 21 ଡିସେମ୍ବର – ଲାଂଚ ନେବା ବେଳେ ଧରାପଡିଲେ ଡିଆଇସି ଜିଏମ । ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର ବିପିନ ଦେହୁରୀ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଲୋନ୍ କରାଇଦେବାକୁ ହିତାଧିକାରୀଙ୍କ ଠାରୁ ଲାଞ୍ଚ ନେଉଥିଲେ । ତାଙ୍କ ଠାରୁ ସଂପୂର୍ଣ୍ଣ ଲାଂଚ ଟଙ୍କା ଜବତ କରାଯାଇଛି । ଏହାପରେ ଆୟ ବହିର୍ଭୁତ ସଂପତି ଠୁଳ ଅଭିଯୋଗରେ ତାଙ୍କର ତିନୋଟି ଠିକଣାରେ ରେଡ୍ କରିଛି ଭିଜିଲାନ୍ସ ।