Breaking PLUSଓଡ଼ିଶାମୁଖ୍ୟ ଖବର

‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’- ଦୀପାଳି

ଭୁବନେଶ୍ୱର- ବିଶାଲ ଅଟକ ନେଇ ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ପ୍ରତିକ୍ରିୟା  । ‘ମୋ ଭାଇକୁ ଅଟକ ରଖିବା ଦୁଃଖନୀୟ, ଗଣତନ୍ତ୍ରର ହତ୍ୟା’  ।-‘ଲଇକେରା ପୋଲିସ ଅଟକ ରଖି ଛତିଶଗଡ଼ ପୋଲିସକୁ ହସ୍ତାନ୍ତର କରିଛି’  ।‘ଅଟକ ସମିତି ସଭ୍ୟ ଓ ସରପଞ୍ଚଙ୍କୁ ଭେଟିବାକୁ ବିଶାଲ ଯାଇଥିଲେ’  । ରାତି ୧ଟାରୁ ମୋ ଭାଇକୁ ବି ଅଟକ ରଖିଲେ ।’ସେମାନେ ନିଜସ୍ବ ମତରେ ଆସିଥିବା କହିବା ପରେ ବି ଅଟକ ରଖିଲେ’  । ଦୀପାଳିଙ୍କ ଅଭିଯୋଗରେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button