Breaking PLUSଦେଶମୁଖ୍ୟ ଖବର

ଦୁର୍ଗାପୁର ଜଙ୍ଗଲରେ କ୍ରାଇମ ସିନ୍ ରିକ୍ରିଏସନ

ନୂଆଦିଲ୍ଲୀ- ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା  । ଜଣେ ଅଭିଯୁକ୍ତକୁ ଧରି କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୋଲିସ । ଦୁର୍ଗାପୁର ପରାନଗଞ୍ଜ ଜଙ୍ଗଲରେ କ୍ରାଇମ୍ ସିନ୍ ରିକ୍ରିଏସନ୍ କରାଯାଇଛି । ଦୁର୍ଗାପୁର ଡିସିପି ଓ ତଦନ୍ତକାରୀ ଅଧିକାରୀ ଉପସ୍ଥିତ ଥିଲେ ।

ଅନ୍ୟପଟେ ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପହଞ୍ଚିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ  । ପ୍ରତାପଙ୍କ ସହ ଅଛନ୍ତି ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ବର୍ଯ୍ୟା ବିଶ୍ବାଳ ।  ।ପୀଡ଼ିତାଙ୍କ ପରିବାରକୁ ଭେଟି ଆଲୋଚନା କରିବେ ।

Show More

Related Articles

Back to top button