Breaking PLUSଦେଶ ବିଦେଶମୁଖ୍ୟ ଖବର

ଆଫଗାନିସ୍ତାନରେ ଭୂକମ୍ପ ଝଟ୍‌କା ଅନୁଭୂତ

ଆଫଗାନିସ୍ତାନରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ପ୍ରଭାବ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ଦେଖିବାକୁ ମିଳିଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୭ ରେକର୍ଡ଼ ହୋଇଛି। ଏହି ଭୂମିକମ୍ପ ଭୂପୃଷ୍ଠରୁ ୨୫୫ କିମି ଗଭୀରରେ ହୋଇଥିବା ରେକର୍ଡ଼ କରାଯାଇଛି। ଆଫଗାନିସ୍ତାନ ସମୟ ଅନୁଯାୟୀ, ପୂର୍ବାହ୍ନ ୧୧ଟା ୨୬ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା, ଯାହାର ପ୍ରଭାବ ଦିଲ୍ଲୀ ପର୍ଯ୍ୟନ୍ତ ଦେଖାଯାଇଥିଲା।

Show More

Related Articles

Back to top button