Breaking PLUSଦେଶ ବିଦେଶମୁଖ୍ୟ ଖବର

ଜାପାନରେ ଭୂକମ୍ପ ଅନୁଭୂତ, ତୀବ୍ରତା ରିକ୍ଟର ସ୍କେଲରେ 6.3

ଟୋକିଓ- ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ।

ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ କ୍ଷତି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଅବଶ୍ୟ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ସମୁଦ୍ର ପତ୍ତନଠାରୁ ବହୁତ କମ୍‌ ଥିଲା, ଯେଉଁଥିପାଇଁ ଏହାର ଭୂତଳ ସ୍ତରରେ ଏହାର ପ୍ରଭାବ କମ୍‌ ଥିଲା। ବୋନିନ ଦ୍ୱୀପପୁଞ୍ଜର ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ଆସିନାହିଁ।

Show More

Related Articles

Back to top button