Breaking PLUSଓଡ଼ିଶାମୁଖ୍ୟ ଖବର
ମିଆଁମାରୀରେ ଭୂକମ୍ପ ଝଟ୍କା ଅନୁଭୂତ

ନୂଆଦିଲ୍ଲୀ: ମିଆଁମାରରେ ଶୁକ୍ରବାର ଶକ୍ତିଶାଳୀ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୨ ରେକର୍ଡ଼ ହୋଇଛି। ତେବେ ବର୍ତ୍ତମାନସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ।