Breaking PLUSଓଡ଼ିଶାମୁଖ୍ୟ ଖବର
ଓଡ଼ିଶାରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ

ଭୁବନେଶ୍ୱର- ଓଡ଼ିଶାରେ ମୃଦୁ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ଭୁବନେଶ୍ବର, ବାଲେଶ୍ବର, ପାରାଦୀପରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି । ବଙ୍ଗୋପସାଗରେ ରହିଛି ଭୂକମ୍ପର କେନ୍ଦ୍ରସ୍ଥଳ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୧ । ପୁରୀରୁ ୨୮୬ ଓ ଭୁବନେଶ୍ବରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ । ବ୍ରହ୍ମପୁର ଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ । ଭାରତ ଓ ବାଂଲାଦେଶରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି ।