Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ବରରେ ବଡ଼ ଧରଣର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ରେଡ୍

ଭୁବନେଶ୍ୱର- ଭୁବନେଶ୍ବରରେ ବଡ଼ ଧରଣର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ରେଡ୍  । ଆଦର୍ଶ ଚିଟଫଣ୍ଡ ଠକେଇ ଘଟଣାରେ ଛାନ୍‌ଭିନ୍‌ କରୁଛି ଟିମ୍ ।ନିକୁଞ୍ଜ ସାମନ୍ତରାୟଙ୍କ ନୟାପଲ୍ଲୀ ଘରେ ରେଡ୍  । ପୂର୍ବରୁ ଠକେଇର ମୁଖ୍ୟ ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ ।

Show More

Related Articles

Back to top button