Breaking PLUSଓଡ଼ିଶାମୁଖ୍ୟ ଖବର

ମହଙ୍ଗା ହେଲା ଖାଇବା ତେଲ

ଭୁବନେଶ୍ୱର- ମହଙ୍ଗା ହେଲା ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡ଼ିଛି। ଖୁୁଚୁରା ବଜାରରେ ବିଭିନ୍ନ ପ୍ରକାରର ଖାଇବା ତେଲ ଦରରେ ୨୦ଟଙ୍କା ବୃଦ୍ଧି ପାଇବାରୁ ଏବେ ସୋରିଷ ତଲେ ୧୬୦ଟଙ୍କା ହୋଇଛି। ସେହିପରି ବିଭିନ୍ନ ପ୍ରକାର ସନ ଫ୍ଲାୱାର ତେଲ ପୂର୍ବରୁ ଲିଟର ପିଛା ୧୦୦ରୁ ୧୧୦ଟଙ୍କାରେ ବିକ୍ରିି ହେଉଥିବା ବେଳେ ଏବେ ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଦାମରେ ବିକ୍ରି ହେଉଛି।

Show More

Related Articles

Back to top button