Breaking PLUSଓଡ଼ିଶାମୁଖ୍ୟ ଖବର

ଫାଲକନ ଗ୍ରୁପର ନୂଆ ଫ୍ରୋଜେନ ଫୁଡ ପ୍ଲାଂଟ ଉଦଘାଟିତ

ଓଡ଼ିଶାର ଅଗ୍ରଣୀ ବ୍ୟବସାୟ ପ୍ରତିଷ୍ଠାନ ଫାଲକନ ଗ୍ରୁପ ପକ୍ଷରୁ ଫାଲକନ ଏଗ୍ରିଫ୍ରିଜ ଫୁଡ୍ସ ପ୍ରାଇଭେଟ୍  ଲିମିଟେଡ ଜରିଆରେ ଗୁଜରାଟର ମେହସାନାରେ ନୂଆ ଫ୍ରୋଜେନ ପଟାଟୋ କାରଖାନା ସ୍ଥାପନ କରାଯାଇଛି। ତାହା ହେଉଛି ଦେଶର ସର୍ବବୃହତ ଫ୍ରେଞ୍ଚ ଫ୍ରାଇଜ କାରଖାନା, ଯେଉଁଥିରେ ୩୫୦ ମିଟରର ବୃହତ୍ ଉତ୍ପାଦନ ଲାଇନ୍ ରହିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହାକୁ ଉଦଘାଟନ କରିଛନ୍ତି।

Show More

Related Articles

Back to top button