Breaking PLUSଓଡ଼ିଶାମୁଖ୍ୟ ଖବର

କଳିଙ୍ଗ ଷ୍ଟାଡିୟମ ସମ୍ମୁଖ ଭେଣ୍ଡିଂ ଜୋନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର, 20 ଡିସେମ୍ବର – କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ଥିବା ଭେଣ୍ଡିଂ ଜୋନରେ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ପୋଡି ଯାଇଛି 11ଟି ଦୋକାନ । ଭୋର 4 ଟାରେ ଲାଗିଥିଲା ହଠାତ୍ ଭେଣ୍ଡିଂ ଜୋନରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଛି । ତେବେ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

Show More

Related Articles

Back to top button