Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ବର ୟୁନିଟ୍‌-୧ ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର- ରାଜଧାନୀ ଭୁବନେଶ୍ବରର ସବୁଠାରୁ ବଡ଼ ହାଟ ‘ୟୁନିଟ୍‌-୧’ରେ ଆଜି ଅପରାହ୍‌ଣରେ ଭୟାବହ ଅଗ୍ନିକାଣ୍ଡ ଦେଖିବାକୁ ମିଳିଛି। କୌଣସି ଏକ ତେଜରାତି ଦୋକାନରୁ ଆରମ୍ଭ ହୋଇଥିବା ନିଆଁ ପ୍ରାୟ ୪୦ଟି ଦୋକାନକୁ ଧ୍ବଂସ କରିଦେଇଛି। ଫଳରେ ବ୍ୟବସାୟୀମାନଙ୍କର ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ ହୋଇଯାଇଛି।

Show More

Related Articles

Back to top button