Breaking PLUSଓଡ଼ିଶାମୁଖ୍ୟ ଖବର
ଲୋକସେବା ଭବନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଲୋକସେବା ଭବନରେ ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନାହିଁ ।ଛୋଟଧରଣର ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ ।