Breaking PLUSଓଡ଼ିଶାମୁଖ୍ୟ ଖବର
ସମସ୍ତ କ୍ଲବ୍, ପବ୍ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର- ସମସ୍ତ କ୍ଲବ୍, ପବ୍ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ରାଜଧାନୀ ସମେତ ରାଜ୍ୟର ସମସ୍ତ କ୍ଲବ୍, ପବ୍ରେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି । ଫାୟାର ସେଫ୍ଟି ସୁରକ୍ଷା ଯାଞ୍ଚ କରିବାକୁ ଅଗ୍ନିଶମ ଡିଜିଙ୍କ ନିର୍ଦ୍ଦେଶ । ଗୋଆ ନାଇଟ୍ କ୍ଲବ୍ ଦୁର୍ଘଟଣା ପରେ ଓଡ଼ିଶା ଅଗ୍ନିଶମ ବାହିନୀର ପଦକ୍ଷେପ ।୧୦୦ ଜଣ କ୍ଷମତା ବିଶିଷ୍ଟ ରେସ୍ତୋରାଁ ଚେକିଂ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।



